ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 7, 2021

 ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ମନ ବିଚଳିତ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

ମିଥୁନ: ଜଗି ରଖି କାର୍ଯ୍ୟ କରନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

କର୍କଟ: ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବାପାଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ଉଚ୍ଚ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।

ବିଛା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରେ ସୁଖଶାନ୍ତିର ପରିବେଶ ରହିବ।

ମକର: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

କୁମ୍ଭ: ରଚନାତ୍ମକ ଓ କଳାତ୍ମକ ଶକ୍ତି ବୃଦ୍ଧି ହେବ। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ: ଦିନଟି ଭଲରେ କଟିବ। ଋଣ ଦିଅନ୍ତୁ ନାହିଁ।

The post  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ appeared first on Odisha Reporter.



from Odisha Reporter https://ift.tt/3nW1goz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages