୨୪ ଘଣ୍ଟାରେ ୧୦,୯୩୯ କରୋନା ସଂକ୍ରମିତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 24, 2021

୨୪ ଘଣ୍ଟାରେ ୧୦,୯୩୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୯୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୧୭୮ ଚିହ୍ନଟ ହୋଇଥିବରା ବେଳେ ଲୋକାଲ କେସ୍ ହେଉଛି ୪୭୬୧। ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ ପଜିଟିଭ ଚିହ୍ନଟ ହୋଇଛନ୍ତି।

କଟକରୁ ୯୨୨, ଅନୁଗୁଳ- ୮୧୯, ଢେଙ୍କାନାଳ-୭୬୩, ମୟୂରଭଞ୍ଜ- ୬୦୪, ଯାଜପୁର- ୫୪୧, ସୁନ୍ଦରଗଡ଼- ୫୧୨, ବୌଦ୍ଧ- ୩୮୫, ବାଲେଶ୍ୱର- ୩୬୧ ଓ କେନ୍ଦ୍ରାପଡ଼ାରୁ ୩୨୩ ଜଣ ଚିହ୍ନଟ ହୋଇଛନ୍ତି।

 

The post ୨୪ ଘଣ୍ଟାରେ ୧୦,୯୩୯ କରୋନା ସଂକ୍ରମିତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3ucEDO8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages