ବଦଳିଲେ ବିଏମ୍‌ସି କମିଶନର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 11, 2021

ବଦଳିଲେ ବିଏମ୍‌ସି କମିଶନର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଦଳିଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର। ବିଏମ୍‌ସି କମିଶନର ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରି ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂହଙ୍କୁ ବିଏମ୍‌ସି କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ସିଂହ ହେଉଛନ୍ତି ୧୯୯୭ ବ୍ୟାଚ୍‌ର ଆଇଏଏସ୍ ଅଫିସର।

ଅନ୍ୟପକ୍ଷରେ ପ୍ରେମଚାନ୍ଦ ଚୌଧୁରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗର ଓଏସ୍‌ଡି ଭାବେ ନୂଆ ନିଯୁକ୍ତି ମିଳିଛି।

The post ବଦଳିଲେ ବିଏମ୍‌ସି କମିଶନର appeared first on Odisha Reporter.



from Odisha Reporter https://ift.tt/33DhNUQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages