ରାଜ୍ୟରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 27, 2021

ରାଜ୍ୟରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୪୧ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୭୫ଟି ହେଉଛି ଲୋକାଲ୍ କେସ୍‌।

କଟକ ଜିଲ୍ଲାରୁ ସର୍ବାଧିକ ୧୦୯୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୮୦୯ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୦୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧୫, ବରଗଡ଼ରୁ ୩୩୧, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୧୩୦, ବୌଦ୍ଧରୁ ୧୪୮, ଦେବଗଡ଼ରୁ ୬୮, ଢେଙ୍କାନାଳରୁ ୪୨୮, ଗଜପତିରୁ ୩୮, ଗଞ୍ଜାମରୁ ୧୫୦, ଜଗତସିଂହପୁରରୁ ୧୮୩, ଯାଜପୁରରୁ ୨୪୧, ଝାରସୁଗୁଡ଼ାରେ ୬୪, କଳାହାଣ୍ଡିରେ ୧୫୦, କନ୍ଧମାଳରେ ୧୦୧, କେନ୍ଦ୍ରାପଡ଼ାରେ ୪୮୭, କେନ୍ଦୁଝରରେ ୭୨, କୋରାପୁଟରେ ୨୨୦, ମାଲକାନଗିରିରେ ୧୩୫, ମୟୂରଭଞ୍ଜରେ ୨୭, ନବରଙ୍ଗପୁରରେ ୨୪୨, ନୟାଗଡ଼ରେ ୧୬୪, ନୂଆପଡ଼ାରେ ୬୬, ପୁରୀରେ ୧୧୦, ରାୟଗଡ଼ାରେ ୨୪୬, ସମ୍ବଲପୁରରେ ୨୪୧, ସୋନପୁରରେ ୭୪ ଓ ସୁନ୍ଦରଗଡ଼ରେ ୧୮୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୪୬ ଜଣ ଚିହ୍ନଟ ହୋଇଛନ୍ତି।

୭୨୧୬ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୯ ହଜାର ୯୫୫ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୩୫ ହଜାର ୧୭୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ଲକ୍ଷେ ୨ ହଜାର ୭୨ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ୨୬୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

The post ରାଜ୍ୟରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/3i0f68b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages