ଚିଙ୍ଗୁଡି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 23, 2021

ଚିଙ୍ଗୁଡି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌

ପାରାଦୀପ: (ଓଡ଼ିଶା ରିପୋର୍ଟର) ପାରାଦୀପ ଗଡ଼ରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟ ଓ ବରଫ କଳରୁ ଲିକ୍ ହୋଇଥିବା ନେଇ ସୂଚନା ମିଳିଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ SCB ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ୮ ବର୍ଷର ଶିଶୁ ରହିଛି। ଆମୋନିଆ ଗ୍ୟାସ୍ ଲିକ୍‌ର କାରଣ ଜଣାପଡ଼ିନାହିଁ। ଗ୍ୟାସ୍ ନିୟନ୍ତ୍ରଣ କରିବାକୁ ପାଖ ଶିଳ୍ପାଞ୍ଚଳର ଟେକ୍ନିସିଆନକୁ ଡକାଯାଇଛି। ଗ୍ୟାସ ଲିକ ନେଇ ଫ୍ୟାୟାର ଆଣ୍ଡ ବଏଲର୍ ଉପନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ଦଳାଇ ସ୍ପଷ୍ଟ କରିଛନ୍ତି।

The post ଚିଙ୍ଗୁଡି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ appeared first on Odisha Reporter.



from Odisha Reporter https://ift.tt/3wuI98e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages