ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍ ମୁହାଁମୁହିଁ ଧକ୍କା, ୨ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 17, 2021

ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍ ମୁହାଁମୁହିଁ ଧକ୍କା, ୨ମୃତ

କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା ): କୋରାପୁଟ-ରାୟଗଡ଼ ୩୨୬ ନଂ ଜାତୀୟ ରାଜପଥର ବାରିଗୁଡା ନିକଟକରେ ଗତକାଲି  ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୨ ଜଣ  ଯୁବକଙ୍କର ମୃତ୍ୟୁ ହୋଇଛି।

ଏକ  ଆମ୍ବବୋଝେଇ ପିକଅପ ଭ୍ୟାନ ସହ ଏକ ବାଇକର ଧକ୍କା ହୋଇଥିଲା। ଫଳରେ ବାଇକରେ ବସିଥିବା ୨ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ପୁଲିସ ପିକଅପ ଗାଡିଟିକୁ ଜବତ କରି ଡ୍ରାଇଭର ଓ ହେଲପରଙ୍କୁ ଅଟକ ରଖିଛି। ପିକଅପ ଭ୍ୟାନଟି ଛତିଶଗଡ ଅଭିମୁଖେ ଯାଉଥିବାବେଳେ ବାଇକଟି ପୋଡ଼ାଗଡ଼ ଅଭିମୁଖେ ଯାଉଥିଲା। ଦୁଇ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।

ମୃତକ ଦ୍ୱୟ ମାଳିମୁଣ୍ଡା ଗ୍ରାମର ଯୁବକ ବୋଲି ଜଣାପଡିଛି। ପୁଲିସ ଘଟଣାର ତଦନ୍ତ କରୁଛି।

The post ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍ ମୁହାଁମୁହିଁ ଧକ୍କା, ୨ମୃତ appeared first on Odisha Reporter.



from Odisha Reporter https://ift.tt/3hzU7c7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages