ରାଜ୍ୟରେ ୧୧୮୦୭ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ୧୦୫୨ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 7, 2021

ରାଜ୍ୟରେ ୧୧୮୦୭ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ୧୦୫୨

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୮୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ଼ ଜିଲ୍ଲାରୁ ୧୯ ୨୨ଜଣ ଅଛନ୍ତି । ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲ୍ଲା । ଏଠାରୁ ୧୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୧୦୫୨ ଜଣ ଚିହ୍ନଟ ହୋଇଛନ୍ତି ।

ଅନୁଗୋଳ ଜିଲ୍ଲାରୁ ୫୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୫୩୩, ପୁରୀରୁ ୪୫୪, ବଲାଙ୍ଗିରରୁ ୪୩୭, ବରଗଡ଼ରୁ ୪୨୮,ଝାରସୁଗୁଡ଼ାରୁ ୪୨୧, ନବରଙ୍ଗପୁରରୁ ୪୧୯, କଳାହାଣ୍ଡିରୁ ୪୦୨, ଗଞ୍ଜାମରୁ ୩୪୧, ଯାଜପୁରରୁ ୩୦୨, ଷ୍ଟେଟ୍ ପୁଲରୁ ୩୦୨, ନୂଆପଡ଼ାରୁ ୨୮୬, ବାଲେଶ୍ୱରରୁ ୨୬୦, କେନ୍ଦୁଝରରୁ ୨୨୧, ସୁବର୍ଣ୍ଣପୁରରୁ ୨୧୦, ନୟାଗଡ଼ରୁ ୨୦୪, ମୟୂରଭଞ୍ଜରୁ ୧୭୫, ଢେଙ୍କାନାଳରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୫, ରାୟଗଡ଼ାରୁ ୧୩୮, ବୌଦ୍ଧ- ୧୭୮ରୁ, ଜଗତସିଂହପୁରରୁ ୧୩୪, କୋରାପୁଟରୁ ୧୨୨, ଦେବଗଡ଼ରୁ ୧୧୫, ଗଜପତିରୁ ୧୦୫, କନ୍ଧମାଳରୁ ୯୨,
ଭଦ୍ରକରୁ ୮୩ ଏବଂ ମାଲକାନଗିରିରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ୧୧୮୦୭ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ୧୦୫୨ appeared first on Odisha Reporter.



from Odisha Reporter https://ift.tt/3hctn1s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages