ରାଜ୍ୟରେ ମହାମାରୀ ନେଲା ୧୭ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 5, 2021

ରାଜ୍ୟରେ ମହାମାରୀ ନେଲା ୧୭ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ। ଗତ ୨୪ ଘଂଟାରେ ରାଜ୍ୟରୁ ୧୦,  ୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭   ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚି ଯାଇଛି।

ରାଜ୍ୟରେ ଆଜି ୧୦ ହଜାର ୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ    ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଗତକାଲି  ରାଜ୍ୟରେ କରୋନାରେ  ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଏହି ସଂଖ୍ୟା ୧୭ ଛୁଇଁଛି। ରାଜ୍ୟରେ କରୋନା ଗ୍ରାଫ ଏବେ ଉପରମୁହାଁ ଥିବା ବେଳେ ଦୈନିକ ସଂକ୍ରମଣ ଓ ମୃତକଙ୍କସଂଖ୍ୟା କମିବା ନାଁ ଧରୁନି, ଯାହାକୁ ଚିନ୍ତା ବଢ଼ାଉଛି।

The post ରାଜ୍ୟରେ ମହାମାରୀ ନେଲା ୧୭ ଜୀବନ appeared first on Odisha Reporter.



from Odisha Reporter https://ift.tt/2QOTS2h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages