ରାଜ୍ୟରେ ୯ ହଜାର ପାଖାପାଖି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 2, 2021

ରାଜ୍ୟରେ ୯ ହଜାର ପାଖାପାଖି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୮,୯୧୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରୁ ୫୯୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୋଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬ ଓ ଯାଜପୁରରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ନୟାଗଡ଼ ଜିଲ୍ଲାରୁ ୧୯୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩ ଓ କନ୍ଧମାଳରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍‌ରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି।

୮,୯୧୪ଟି ନୂଆ ମାମଲା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୭୦ ହଜାର ୬୩୭କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୯ ହଜାର ପାଖାପାଖି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2Rh39Qu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages