ଆଉ ନାହାନ୍ତି ପ୍ରବଚକ ଚାରଣ ରାମଦାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 24, 2021

ଆଉ ନାହାନ୍ତି ପ୍ରବଚକ ଚାରଣ ରାମଦାସ

ପୁରୀ(ଓଡ଼ିଶା ରିପୋର୍ଟର) ଲୋକପ୍ରିୟ ପ୍ରବଚକ ଚାରଣ ରାମଦାସଙ୍କ ପରଲୋକ ପୁରୀର IDH କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । କୋଭିଡ୍‌ରେ ଆକ୍ରାନ୍ତ ହୋଇ ସେ ପୁରୀର IDHରେ ଚିକିତ୍ସିତ ହେଉଥିଲେ । ଗତକାଲି ରାତି ପ୍ରାୟ ୧୦ଟା ବେଳେ ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ବିଭିନ୍ନ ଦୈବ ତଥା ଭଗବତ କଥା ପ୍ରବଚନ କରି ବେଶ ଲୋକପ୍ରିୟ ହୋଇପାରିଥିଲେ ଚାରଣ ରାମଦାସ। ବିଶେଷ ଭାବେ ଜଗନ୍ନାଥ ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ମହିମା କଥା ସେ ପ୍ରବଚନ ମାଧ୍ୟମରେ ଲୋକଙ୍କୁ ପରିବେଷଣ କରୁଥିଲେ । ତାଙ୍କ ପ୍ରବଚନ ଶୈଳୀ ଅନ୍ୟଙ୍କଠୁ ଭିନ୍ନ ଥିଲା ।  ଯାହା ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରିଥିଲା ।

The post ଆଉ ନାହାନ୍ତି ପ୍ରବଚକ ଚାରଣ ରାମଦାସ appeared first on Odisha Reporter.



from Odisha Reporter https://ift.tt/3ywsR4F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages