ଡଙ୍ଗା ବୁଡ଼ି ଜଣକର ମୃତ୍ୟୁ, ୭ ନିଖୋଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 24, 2021

ଡଙ୍ଗା ବୁଡ଼ି ଜଣକର ମୃତ୍ୟୁ, ୭ ନିଖୋଜ

ମାଲକାନଗିରି (ଓଡ଼ିଶା ରିପୋର୍ଟର) ମାଲକାନଗିରି ଚିତ୍ରକୋଣ୍ଡାରେ ଅଭାବନୀୟ ଘଟଣା ଘଟିଛି । ଡଙ୍ଗା ବୁଡ଼ିଯିବାରୁ ୭ ଜଣ ନିଖୋଜ ହୋଇଛନ୍ତି। ଜଣେ ମୃତ୍ୟୁବରଣ କରିଛନ୍ତି। ସେଲେରୁ ନଦୀରେ ପାରି ହେଉଥିଲା ବେଳେ ବୁଡ଼ିଯାଇଛି ଡଙ୍ଗା । ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଅଘଟଣ ଘଟିଛି ।

ଡଙ୍ଗା ବୁଡ଼ିବା ପରେ ପହଁରି କୂଳକୁ ଆସିଛନ୍ତି ୩ ଜଣ ବ୍ୟକ୍ତି। ଦୁଇଟି ଡଙ୍ଗାରେ ମୋଟ ୧୧ ଜଣ ଘରକୁ ଫେରୁଥିଲେ। ଗୋଟିଏ ଡଙ୍ଗା ବୁଡ଼ିବାରୁ ସମସ୍ତେ ଅନ୍ୟ ଡଙ୍ଗାକୁ ଆସିଥିଲେ। ଫଳରେ ଅଧିକ ଲୋକ ପାଇଁ ଅନ୍ୟ ଡଙ୍ଗାଟି ବୁଡ଼ି ଯାଇଥିଲା। ଓଡ୍ରାଫ୍, ଅଗ୍ନିଶମ ଟିମ୍‌ର ରେସକ୍ୟୁ ଅପରେସନ୍ ଜାରି ରହିଛି

The post ଡଙ୍ଗା ବୁଡ଼ି ଜଣକର ମୃତ୍ୟୁ, ୭ ନିଖୋଜ appeared first on Odisha Reporter.



from Odisha Reporter https://ift.tt/3bSYQ5b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages