୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 13, 2021

୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି  କଲେ ରାଜ୍ୟ ସରକାର। ଭୁବନେଶ୍ୱର, ପୁରୀ ଓ ବଲାଙ୍ଗିର ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ ହୋଇଛି।

ଭୁବନେଶ୍ୱର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଧିରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ବଦଳି ହୋଇଥିବା ବେଳେ ପୁରୀ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ସରୋଜ କୁମାର ବିଶ୍ୱାଳଙ୍କୁ ଭୁବନେଶ୍ୱର ବଦଳି କରାଯାଇଛି। ସେହିପରି ବଲାଙ୍ଗିର ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଉର୍ମିଳା ମିଞ୍ଜ୍‌ଙ୍କୁ ପୁରୀ ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇଛି।

The post ୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି appeared first on Odisha Reporter.



from Odisha Reporter https://ift.tt/3hsVb1L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages