ରାଜ୍ୟରେ ୮,୦୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 1, 2021

ରାଜ୍ୟରେ ୮,୦୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାର ୮,୦୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୫ ଜଣ ଚିହ୍ନଟ ହୋଇଛନ୍ତି।

ଖୋର୍ଦ୍ଧା ତଳକୁ ସୁନ୍ଦରଗଡ଼ ଜିଲ୍ଲା ରହିଛି। ଏହି ଜିଲ୍ଲାରୁ ୭୩୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୫୨୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୦, ବରଗଡ଼ରୁ ୩୯୦, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୧୯୮, ବୌଦ୍ଧରୁ ୧୦୩, କଟକରୁ ୪୮୨, ଦେବଗଡ଼ରୁ ୧୦୧, ଢେଙ୍କାନାଳରୁ ୮୬, ଗଜପତିରୁ ୧୨୦, ଗଞ୍ଜାମରୁ ୧୬୯, ଜଗତସିଂହପୁରରୁ ୧୪୯, ଯାଜପୁରରୁ ୧୯୪, ଝାରସୁଗୁଡ଼ାରୁ ୩୮୬, କଳାହାଣ୍ଡିରୁ ୧୭୪, କନ୍ଧମାଳରୁ ୬୧, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୭୫, କୋରାପୁଟରୁ ୧୨୭ ଓ ମାଲକାନଗିରିରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜରୁ ୧୯୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩୨୦, ନୟାଗଡ଼ରୁ ୧୮୭, ନୂଆପଡ଼ାରୁ ୨୬୪, ପୁରୀରୁ ୩୦୬, ରାୟଗଡ଼ାରୁ ୧୫୪, ସମ୍ବଲପୁରରୁ ୪୪୧ ଓ ସୋନପୁରରୁ ୨୦୭ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨୩୬ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଶନିବାର ଯେଉଁ ରିପୋର୍ଟ ଆସିଥିଲା ସେଥିରେ ରାଜ୍ୟରେ ୧୦,୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା।

The post ରାଜ୍ୟରେ ୮,୦୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3nDQiDX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages