ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି।
ସୁନ୍ଦରଗଡ଼ ଜିଲ୍ଲାରୁ ୬୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରିରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।
The post ରାଜ୍ୟରେ ୮ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ appeared first on Odisha Reporter.
from Odisha Reporter https://ift.tt/3gXPxnM
No comments:
Post a Comment