୧୮ ମେ’, ମଙ୍ଗଳବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 17, 2021

୧୮ ମେ’, ମଙ୍ଗଳବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ

ମେଷ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ବ୍ୟବସାୟରେ ଭଲ ଲାଭ ମିଳିବ।

ବୃଷ: ବାକି ପଡ଼ିଥିବା ଅର୍ଥ ଫେରିପାଇବେ। ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟକୁ ପୂରଣ କରିବେ।

ମିଥୁନ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ କଷ୍ଟ ଦେଇପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

କର୍କଟ: କର୍ମକ୍ଷେତ୍ରରେ ସାମାନ୍ୟ ପରିବର୍ତ୍ତନ ହେବ। କାହା ସହିତ ଯୁକ୍ତିତର୍କ କରନ୍ତୁ ନାହିଁ। ସାମାଜିକ ପତିଆରା ବୃଦ୍ଧି ପାଇବ।

ସିଂହ: ସୁସ୍ୱାଦୁ ଭୋଜନ କରିବେ। ବ୍ୟବସାୟକୁ ନେଇ ନୂଆ ଯୋଜନା କରିବେ। ସବୁ ସମସ୍ୟାର ସମାଧାନ ହେବ।

କନ୍ୟା: ଆୟ ଅନୁସାରେ ବ୍ୟୟ ଅଧିକ ହେବ। ବୃତ୍ତିଗତ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ।

ତୁଳା: ରାଜନୀତି କରୁଥିବା ବ୍ୟକ୍ତି ସୁସମ୍ବାଦ ପାଇବେ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଭଲ ବୁଝାମଣା ରହିବ। ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜି ପାରେ। ଫଳରେ ମନ ଅଶାନ୍ତି ରହିବ।

ବିଛା: ପାରିବାରିକ କଳହ ଲାଗି ରହିବ। ଶରୀରରେ ଆଘାତ ଲାଗିପାରେ। ଅପରାହ୍ନରେ ଖୁସି ଖବର ମିଳିବ।

ଧନୁ: କର୍ମକ୍ଷେତ୍ରରେ ସାମାନ୍ୟ ଅଶାନ୍ତି ଦେଖାଦେବ। ମିଡିଆରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ।
ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଭବିଷ୍ୟତ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପଢ଼ାପଢ଼ିରେ ମନ ଦେବେ।

କୁମ୍ଭ: ବୃତ୍ତିଗତ କାମକୁ ନେଇ ଦ୍ୱନ୍ଦ୍ୱରେ ରହିବେ। କୌଣସି କାର୍ଯ୍ୟରେ ବନ୍ଧୁ ସହଯୋଗ କରିବେ। ଦେଖିଚାହିଁ ଅର୍ଥ ଖର୍ଚ୍ଚ କରନ୍ତୁ।

ମୀନ: ଦିନଟି ଭଲରେ କଟିବ। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ଚିନ୍ତାଗ୍ରସ୍ତ ହେବେ।

The post ୧୮ ମେ’, ମଙ୍ଗଳବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ appeared first on Odisha Reporter.



from Odisha Reporter https://ift.tt/33S5GUa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages