ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ଆନନ୍ଦ ବଜାରରେ ସୋମବାର ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ସେବାୟତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ଆଉ ଜଣେ ସେବାୟତ।
ଆହତ ସେବାୟତଙ୍କ ନାଁ ହରେକୃଷ୍ଣ ସୁଆର। ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସେବାୟତ ବୁଲୁ ପଣ୍ତାଙ୍କ ଆକ୍ରମଣରେ ସେ ଆହତ ହୋଇଥିବା ଅଭିଯୋଗ କରିଛନ୍ତି ହରେକୃଷ୍ଣ। ଏହି ଘଟଣା ନେଇ ସିଂହଦ୍ୱାର ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ଦେଇଛନ୍ତି ପୁରୀ ଏସପି।
The post ଆନନ୍ଦ ବଜାରରେ ସେବାୟତଙ୍କ ମାଡ଼ରେ ସେବାୟତ ଆହତ appeared first on Odisha Reporter.
from Odisha Reporter https://ift.tt/3eydtwv
No comments:
Post a Comment