ରାଜ୍ୟରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୫୬୨ ଲୋକାଲ୍‌ କେସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 16, 2021

ରାଜ୍ୟରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୫୬୨ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୪୦୦୦ ତଳକୁ ଖସିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୫୬୨ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରିଛି।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଆକ୍ରାନ୍ତ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଆଗରେ ରହିଛି ବାଲେଶ୍ୱର। ଏହି ଜିଲ୍ଲାରୁ ସର୍ବାଧିକ ୨୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୦୪, ବରଗଡ଼ରୁ ୫୦, ଭଦ୍ରକରୁ ୧୭୮, ବଲାଙ୍ଗିରରୁ ୩୬, ମୟୂରଭଞ୍ଜରୁ ୧୧୨, ନବରଙ୍ଗପୁରରୁ ୧୦୮, ନୟାଗଡ଼ରୁ ୧୦୬, ନୂଆପଡ଼ାରୁ ୧୯, ପୁରୀରୁ ୧୯୯, ରାୟଗଡ଼ାରୁ ୭୯, ସମ୍ୱଲପୁରରୁ ୩୭, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ୍‌ ପୁଲରୁ ୬୪ ଜଣ ମହାମାରୀ କରୋନା ଜାଲ୍‌ରେ ଛନ୍ଦି ହୋଇଛନ୍ତି।

 

The post ରାଜ୍ୟରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୫୬୨ ଲୋକାଲ୍‌ କେସ୍‌ appeared first on Odisha Reporter.



from Odisha Reporter https://ift.tt/3gti6Jg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages