ହସ୍ପିଟାଲରେ ଭର୍ତ୍ତି ହେଲେ ଶିକ୍ଷାମନ୍ତ୍ରୀ ନିଶଙ୍କ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 1, 2021

ହସ୍ପିଟାଲରେ ଭର୍ତ୍ତି ହେଲେ ଶିକ୍ଷାମନ୍ତ୍ରୀ ନିଶଙ୍କ

ନୂଆଦିଲ୍ଳୀ: ବିଗିଡିଲା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କ ସ୍ୱାସ୍ଥ୍ୟ ଅବସ୍ଥା। ତାଙ୍କୁ ଆଜି ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି । କରୋନା ସଂକ୍ରମଣ ପରେ ତାଙ୍କ ସ୍ୱାସ୍ଥଗତ ସମସ୍ୟା ଦେଖାଦେଇଥିବାରୁ ତାଙ୍କୁ ହସ୍ପିଟାଲକୁ ନିଆଯାଇଛି ।

ଗତ ଏପ୍ରିଲରେ ଶିକ୍ଷାମନ୍ତ୍ରୀ କରୋନାରେ ସଂକ୍ରମିତ ହୋଇଥିଲେ । ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଥିଲେ । ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ହେଲେ ଏବେ ତାଙ୍କର ପୋଷ୍ଟ କୋଭିଡ ସମସ୍ୟା ଦେଖାଦେଇଥିବା ଅନୁମାନ କରାଯାଉଛି ।

ସୂଚନା ମୁ୍‌ତାବକ ଆଜି ଶିକ୍ଷାମନ୍ତ୍ରୀ ସିବିଏସ୍‌ଇ ଓ ଆସିଏସ୍‌ଇ ସମତେ ସମସ୍ତ ରାଜ୍ୟ ବୋର୍ଡ ପାଇଁ ଦ୍ୱାଦଶ ବୋର୍ଡ ପରୀକ୍ଷା ଉପରେ ନିଷ୍ପତ୍ତି ଘୋଷଣା କରିବାର ଥିଲା । ଗତମାସରେ କେନ୍ଦ୍ରମନ୍ତ୍ରୀଙ୍କ ବୈଠକରେ ଏହି ପ୍ରସଙ୍ଗକୁ ନେଇ ବିଚାର କରାଯାଇଥିଲା । ସମସ୍ତ ରାଜ୍ୟ କେନ୍ଦ୍ର ସରକାରଙ୍କୁ ସେମାନଙ୍କ ପ୍ରତିକ୍ରିୟା ପଠାଇବାକୁ ୧ ସପ୍ତାହ ସମୟ ମଧ୍ୟ ଦିଆଯାଇଥିଲା ।

The post ହସ୍ପିଟାଲରେ ଭର୍ତ୍ତି ହେଲେ ଶିକ୍ଷାମନ୍ତ୍ରୀ ନିଶଙ୍କ appeared first on Odisha Reporter.



from Odisha Reporter https://ift.tt/3uKBci4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages