ପୁଣି ୩ ହଜାର ଉପରେ ସଂକ୍ରମଣ, ୫ଶହ ଡେଇଁଲା ଖୋର୍ଦ୍ଧା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 29, 2021

ପୁଣି ୩ ହଜାର ଉପରେ ସଂକ୍ରମଣ, ୫ଶହ ଡେଇଁଲା ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):   ଗତକାଲି ୩ ହଜାର ତଳକୁ ଖସିଥିବା ଦୈନିକ ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୩, ୩୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୨୨, ଲୋକାଲ କେସ୍ ୧୪୪୯ ଚିହ୍ନଟ ହୋଇଛନ୍ତି।

ଖୋର୍ଦ୍ଧାରୁ ସର୍ବାଧିକ ୫୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଅନୁଗୁଳରୁ ୯୩,   ବାଲେଶ୍ୱରରୁ ୨୫୮, ବରଗଡ଼ରୁ ୩୫, ଭଦ୍ରକରୁ ୧୭୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୯, କଟକରୁ ୪୬୮, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫୮, ଗଜପତିରୁ ୧୨, ଗଞ୍ଜାମରୁ ୨୧, ଜଗତସିଂହପୁରରୁ ୧୩୫, ଯାଜପୁରରୁ ୨୧୦, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୨୧୯ ଓ କେନ୍ଦୁଝରରୁ  ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମାଲକାନଗିରିରୁ ୮୦, କୋରାପୁଟରୁ ୫୨, ମୟୂରଭଞ୍ଜ ୨୨୨, ନବରଙ୍ଗପୁର ୩୪,  ନୟାଗଡ଼ ୧୩୫, ନୂଆପଡ଼ା ୮, ପୁରୀ ୧୯୩, ରାୟଗଡ଼ା ୫୯, ସମ୍ବଲପୁର ୨୮, ସୋନପୁର ୨୨,  ସୁନ୍ଦରଗଡ଼ ୭୨ ଓ ଷ୍ଟେଟ ପୁଲ୍‌ରୁ ୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ପୁଣି ୩ ହଜାର ଉପରେ ସଂକ୍ରମଣ, ୫ଶହ ଡେଇଁଲା ଖୋର୍ଦ୍ଧା appeared first on Odisha Reporter.



from Odisha Reporter https://ift.tt/2TcgR8F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages