ଆଜି ବି ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 20, 2021

ଆଜି ବି ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଥିବା ଏକ ଟ୍ରପ୍‌ଲାଇନ୍ ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ୧୨ ଜିଲ୍ଲା ହେଉଛି ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ।  ଗତ ୨୪ ଘଣ୍ଟା ଭିତରେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

The post ଆଜି ବି ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/2TQQ0i2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages