ହଠାତ୍‌ ଅସୁସ୍ଥତା ଅନୁଭବ କଲେ କଏଦୀ, ଚାଲିଗଲା ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 22, 2021

ହଠାତ୍‌ ଅସୁସ୍ଥତା ଅନୁଭବ କଲେ କଏଦୀ, ଚାଲିଗଲା ଜୀବନ

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସୋର ସବଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ବିଚାରାଧୀନ କଏଦୀଙ୍କ ଘର ଭଦ୍ରକ ଜିଲ୍ଲାରେ ବୋଲି ସୂଚନା ମିଳିଛି ।

ସେ ୨ମାସ ପୂର୍ବରୁ କରୋନା ପାଇଁ ଭଦ୍ରକରୁ ସୋର ସବଜେଲକୁ ସ୍ଥାନାନ୍ତର ହୋଇଥିଲେ । ଗତକାଲି ଅସୁସ୍ଥ ଅନୁଭବ କରିବାରୁ ରାତି ଗୋଟାଏ ବେଳେ ତାଙ୍କୁ ସୋର ମେଡିକାଲକୁ ନିଆଯାଇଥିଲା । କିନ୍ତୁ କଏଦୀଜଣଙ୍କ ମେଡିକାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ  ହୋଇଥିଲା ବୋଲି ଚିକିତ୍ସା କରିଥିବା ଡାକ୍ତର କହିଛନ୍ତି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ ସୋର ମେଡ଼ିକାଲରେ ରଖାଯାଇଛି l

The post ହଠାତ୍‌ ଅସୁସ୍ଥତା ଅନୁଭବ କଲେ କଏଦୀ, ଚାଲିଗଲା ଜୀବନ appeared first on Odisha Reporter.



from Odisha Reporter https://ift.tt/3wTPdMe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages