ରାଜ୍ୟରେ ୪ ହଜାର ପାର୍‌ କଲା ମୃତକଙ୍କ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 29, 2021

ରାଜ୍ୟରେ ୪ ହଜାର ପାର୍‌ କଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଥିବା ବେଳେ ମୃତ୍ୟୁରେ କିନ୍ତୁ ଲାଗୁନି ବ୍ରେକ୍‌। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୪୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ଟପିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୪୦୧୮ରେ ପହଞ୍ଚିଛି।

The post ରାଜ୍ୟରେ ୪ ହଜାର ପାର୍‌ କଲା ମୃତକଙ୍କ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3hA50cH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages