୧୧ ଜୁନ୍‌, ଶୁକ୍ରବାର: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 10, 2021

୧୧ ଜୁନ୍‌, ଶୁକ୍ରବାର: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ

ମେଷ: ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟଟିକୁ ଆଜି କରିବେ। ବକେୟା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ।

ବୃଷ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ଅପରାହ୍ନରେ ପାରିବାରିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ କରିବା ପାଇଁ ବନ୍ଧୁଙ୍କ ପରାମର୍ଶ ନେଇପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପ୍ରଶଂସା ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସାହାଯ୍ୟ ସହଯୋଗ ମିଳିବ।

କର୍କଟ: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସନ୍ତାନ ମାନଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ହେବ। ତେଣୁ ଖୁସି ରହିବେ।

ସିଂହ: ବ୍ୟବସାୟରେ ଭଲ ଲାଭ ହେବ। ବନ୍ଧୁଙ୍କ ସହିତ ମତଭେଦ ହୋଇପାରେ। ଉତ୍ତମ ବ୍ୟବହାର ଦ୍ୱାରା ସମସ୍ତଙ୍କୁ ଆପଣାର କରିବେ।

କନ୍ୟା: ଗଣମାଧ୍ୟମରେ କାମ କରୁଥିବା ଲୋକଙ୍କୁ ଖୁସି ଖବର ମିଳିବ। ଶୁଭ ସମାଚାର ମିଳିବ। ମନ ମୁତାବକ କାର୍ଯ୍ୟ କରିବାର ସୁଯୋଗ ପାଇବେ।

ତୁଳା: ଅଫିସ୍‌ରେ ଅଶାନ୍ତି ଓ ବାଦବିବାଦ ଦେଖାଦେବ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ।

ବିଛା: ସାମାନ୍ୟ ଘଟଣାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖାଦେବ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ।

ଧନୁ: କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବନ୍ଧୁଙ୍କ ପରାମର୍ଶ ନେଇପାରନ୍ତି। ଅଟକିଥିବା କାର୍ଯ୍ୟକୁ ପୂରଣ କରିବେ।
ଅପରାହ୍ଣରେ ଅଳସୁଆ ଲାଗିବ।

ମକର: କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ। ପିଲାମାନଙ୍କର ସମସ୍ୟାକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ।

କୁମ୍ଭ: ଅର୍ଥ ରୋଜଗାରର ନୂଆ ବାଟ ଖୋଜିବେ। ନିଜ ଲୋକମାନେ କ୍ଷତି ପହଞ୍ଚାଇବାକୁ ପ୍ରୟାସ କରିପାରନ୍ତି।

ମୀନ: କର୍ମକ୍ଷେତ୍ରରେ ବାଦବିବାଦ ଦେଖାଦେବ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ।

The post ୧୧ ଜୁନ୍‌, ଶୁକ୍ରବାର: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ appeared first on Odisha Reporter.



from Odisha Reporter https://ift.tt/35dSsS8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages