୬ ଜୁନ, ରବିବାର: ଦେଖିଚାହିଁ ସବୁ କାର୍ଯ୍ୟ କରନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 5, 2021

୬ ଜୁନ, ରବିବାର: ଦେଖିଚାହିଁ ସବୁ କାର୍ଯ୍ୟ କରନ୍ତୁ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ଭଲ ରହିବ।

ବୃଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ।

ମିଥୁନ: ବିଦେଶରୁ ଶୁଭ ସମାଚାର ମିଳିବ। ଦେଖିଚାହିଁ ସବୁ କାର୍ଯ୍ୟ କରନ୍ତୁ। ଘରେ ରହିବାକୁ ପ୍ରୟାସ କରନ୍ତୁ।

କର୍କଟ: ଘରେ ଶାନ୍ତିର ବାତାବରଣ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପିଲାମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।

ସିଂହ: ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

କନ୍ୟା: ଦୁଃଶ୍ଚିନ୍ତା ଦୂର ହୋଇଯିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ପାରିବାରିକ ଜୀବନ ଭଲ ରହିବ।

ତୁଳା: ସନ୍ତାନସନ୍ତତିମାନେ ଆଜ୍ଞାଧୀନ ହେବେ। ଅପରାହ୍ନରେ ଶୁଭ ଖବର ପାଇବେ। ଜମିଜମା ବିବାଦର ସମାଧାନ ହୋଇଯିବ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଯୋଜନା କରିବେ।

ଧନୁ: ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନ ଦେବେ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖା ଦେଇପାରେ।

କୁମ୍ଭ: ଆଶା ଆକାଂକ୍ଷା ପୂରଣ ହେବ। ମାନସମ୍ମାନ ବଢ଼ିବ। ପରିବାରରେ ପୂର୍ବରୁ ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ।

ମୀନ: ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ଖାପଖୁଆଇ ନେବେ। ସୁସ୍ୱାଦୁ ଖାଦ୍ୟ ଖାଇବେ। କାହାକୁ କଡ଼ା କଥା କୁହନ୍ତୁ ନାହିଁ।

The post ୬ ଜୁନ, ରବିବାର: ଦେଖିଚାହିଁ ସବୁ କାର୍ଯ୍ୟ କରନ୍ତୁ appeared first on Odisha Reporter.



from Odisha Reporter https://ift.tt/3ppFKsR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages