ଚିହ୍ନଟ ହେଲେ ୨୬୦୨ ପଜିଟିଭ, ଖୋର୍ଦ୍ଧାରେ ୫ଶହ ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 6, 2021

ଚିହ୍ନଟ ହେଲେ ୨୬୦୨ ପଜିଟିଭ, ଖୋର୍ଦ୍ଧାରେ ୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ତଳମୁହାଁ ଥିବା କରୋନା ସଂକ୍ରମଣ ଆଜି ସାମାନ୍ୟ ଉପରକୁ ଉଠିଛି।  ଗତକାଲି ୨୪୮୭  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୬୦୨ରେ ପହଞ୍ଚିଛି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୧୦୭ ହେଉଛି ଲୋକାଲ କେସ୍‌। ଖୋର୍ଦ୍ଧାରୁ ସର୍ବାଧିକ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏହାବାଦ ଅନୁଗୋଳରୁ ୯୯, ବାଲେଶ୍ୱରରୁ ୧୬୪, ବରଗଡ଼ରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗିରରୁ ୫, ବୌଦ୍ଧରୁ ୨୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୮୩, ଝାରସୁଗୁଡ଼ାରୁ ୨୬, କଳାହାଣ୍ଡିରୁ ୯, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୭୨, କୋରାପୁଟ, ମାଲକାନଗିରିରୁ ୩୨ ଲେଖାଏ ଚିହ୍ନଟ ହୋଇଛନ୍ତି।

ଏହାବାଦ ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୬୨, ନୂଆପଡ଼ାରୁ ୫, ପୁରୀରୁ ୧୭୪,  ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭,  ସୁନ୍ଦରଗଡ଼ରୁ ୬୪ ଓ ଷ୍ଟେଟପୁଲରୁ ୧୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

The post ଚିହ୍ନଟ ହେଲେ ୨୬୦୨ ପଜିଟିଭ, ଖୋର୍ଦ୍ଧାରେ ୫ଶହ ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3hJZdB1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages