୨୩ ଜୁଲାଇ, ଶୁକ୍ରବାର: ଆଶା ପୂରଣ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 22, 2021

୨୩ ଜୁଲାଇ, ଶୁକ୍ରବାର: ଆଶା ପୂରଣ ହେବ

ମେଷ: ସ୍ୱାସ୍ଥ୍ୟାବସ୍ଥାରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଜନସମ୍ପର୍କ ସୁଦୃଢ଼ ହେବ।

ବୃଷ: ଆୟ ଅପେକ୍ଷା ବ୍ୟୟ ବଢ଼ିବ। ନୂଆ ଚାକିରି ସୁଯୋଗ ମିଳିପାରେ।

ମିଥୁନ: ଉଚ୍ଚପ୍ରଶଂସା ଲାଭ କରିବେ। ଅନେକ ସମସ୍ୟାର ସମାଧାନ ହୋଇପାରେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ।

କର୍କଟ: ଶତ୍ରୁ ଓ ବିରୋଧୀମାନେ ଆପଣଙ୍କ ସାମ୍ନାକୁ ଆସିବେ ନାହିଁ। ବ୍ୟବସାୟକୁ ବଢ଼ାଇବା ପାଇଁ ପ୍ରଚାର ପ୍ରସାର ଦିଗରେ ଜୋର ଦେବେ।

ସିଂହ: ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ମନ ଦେବେ। କୌଶଳ ପ୍ରୟୋଗ କରି ନିଜ ଆଶା ପୂରଣ କରିବେ।

କନ୍ୟା: ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କରିବା ଉଚିତ୍।

ତୁଳା: ମନ ଶାନ୍ତ ରହିବ। ଧନପ୍ରାପ୍ତି ହେବ। ଉଚ୍ଚ ସମ୍ମାନ ପାଇବେ।

ବିଛା: ସ୍ୱାସ୍ଥ୍ୟ ଭଲ ରହିବ। ସରକାରୀ କାମରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ।

ଧନୁ: ପରିବାରରେ ହସଖୁସିର ମାହୋଲ ରହିବ। ଶୁଭ ସୂଚନା ମିଳିପାରେ। ବ୍ୟବସାୟରେ ଆଶାଜନକ ଲାଭ ମିଳିବ।

ମକର: ଭାବିଚିନ୍ତି ସବୁ ନିଷ୍ପତ୍ତି ନିଅନ୍ତୁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ।

କୁମ୍ଭ: ସମାଜରେ ମାନସମ୍ମାନ ବଢ଼ିବ। ଆଶା ପୂରଣ ହେବ। ପରିବାର ଲୋକଙ୍କ ଗହଣରେ ଦିନଟି ବେଶ୍ ଭଲରେ କଟିବ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ଦିଗଟି ସୁଦୃଢ଼ ରହିବ। ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ।

The post ୨୩ ଜୁଲାଇ, ଶୁକ୍ରବାର: ଆଶା ପୂରଣ ହେବ appeared first on Odisha Reporter.



from Odisha Reporter https://ift.tt/3Bx47us

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages