୯ ଜୁନ୍‌, ଶୁକ୍ରବାର: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 8, 2021

୯ ଜୁନ୍‌, ଶୁକ୍ରବାର: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ

ମେଷ: ଦିନଟି ବେଶ୍ ଭଲ ରହିବ। ନିଜ ଯୋଜନାରେ ସଫଳ ହେବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: କିଛି ନୂଆ କରିବା ପାଇଁ ଚିନ୍ତା କରିବେ। ମହିଳାମାନେ ଘରେ ଓ ବାହାରେ ସବୁଠି ପ୍ରଶଂସା ପାଇବେ।

ମିଥୁନ: କର୍ମକ୍ଷେତ୍ରରେ ପଦୋନ୍ନତି ପାଇପାରନ୍ତି। ଆର୍ଥିକ ଉନ୍ନତି ଘଟିବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ।

କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ ରହିଛି। ଜୀବନରେ କିଛି ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିପାରେ।

ସିଂହ: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାଦିଷ୍ଟ ଭୋଜନ ମିଳିବ।

କନ୍ୟା: ମିଠାମିଠା କଥା କହି ସବୁ କାମ କରାଇ ନେବେ। କର୍ମକ୍ଷେତ୍ରରେ କିଛି ନୂଆ ଦାୟିତ୍ୱ ମିଳିପାରେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ।

ତୁଳା: ସାମାଜିକ କାର୍ଯ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ନୂଆ ଗାଡ଼ି କିଣିବା ପାଇଁ ଯୋଜନା କରିପାରନ୍ତି।

ବିଛା: ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ। କେଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବାକୁ ପଡ଼ିପାରେ।

ଧନୁ: ଧନ ଲାଭ ହେବ। ନିଜ କାମରେ ଧ୍ୟାନ ଦେବେ। ଦିନଟି ବ୍ୟସ୍ତତା ଭିତରେ କଟିପାରେ।

ମକର: ପରିବାରରେ ସ୍ନେହଶ୍ରଦ୍ଧା ବୃଦ୍ଧି ପାଇବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ।

କୁମ୍ଭ: ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଆଜି କୌଣସି ବଡ଼ ଡିଲ୍ କରିପାରନ୍ତି। ବକେୟା ଅର୍ଥ ଫେରି ପାଇବା ନେଇ ବିବାଦ ଦେଖା ଦେଇପାରେ।

ମୀନ: ଆଧାତ୍ମିକ ଭାବନାରେ ସମୟ କଟିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

The post ୯ ଜୁନ୍‌, ଶୁକ୍ରବାର: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ appeared first on Odisha Reporter.



from Odisha Reporter https://ift.tt/3qUamne

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages