୨୨ ଜୁଲାଇ, ଗୁରୁବାର: ପୂର୍ବ ଅପେକ୍ଷା ଆୟ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 21, 2021

୨୨ ଜୁଲାଇ, ଗୁରୁବାର: ପୂର୍ବ ଅପେକ୍ଷା ଆୟ ବଢ଼ିବ

ମେଷ: କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆତ୍ମବିଶ୍ୱାସ ଦୃଢ଼ ରହିବ।

ବୃଷ: ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। କଠିନ ପରିଶ୍ରମ କରିବେ। ସାମାଜିକ ପତିଆରା ବଜାୟ ରହିବ।

ମିଥୁନ: ପରୋକ୍ଷରେ ଶତ୍ରୁମାନଙ୍କୁ ପ୍ରତିହତ କରିବେ। ବହୁତ ଦିନରୁ ବାକି ପଡ଼ିଥିବା ଟଙ୍କା ମିଳିଯିବ। ଆଶା କରିଥିବା କାମ ସମ୍ପନ୍ନ ହେବ।

କର୍କଟ: ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ପତିପତ୍ନୀଙ୍କ ମଧ୍ୟରେ ଭଲ ବୁଝାମଣା ରହିବ।

ସିଂହ: ପରିବାରଜନଙ୍କ ଉନ୍ନତିରେ ଖୁସି ହେବେ। ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ମନ ଦେବେ।

କନ୍ୟା: ଅଫିସ୍‌ରେ ନୂଆ ଦାୟିତ୍ୱ ମିଳିପାରେ। ମନୋକାମନା ପୂରଣ ହେବ। କୌଣସି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇପାରନ୍ତି।

ତୁଳା: ଅସୁସ୍ଥ ଅନୁଭବ କରିବେ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ନେଇ ଆଲୋଚନା ହୋଇପାରେ। ବ୍ୟବସାୟରେ ଭଲ ଲାଭ ମିଳିବ।

ବିଛା: ବହୁ ଦିନର ଆଶା ପୂରଣ ହେବ। ପୂର୍ବ ଅପେକ୍ଷା ଆୟ ବଢ଼ିବ। ଦିନଟି ଭଲରେ କଟିବ।

ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଆପଣଙ୍କୁ ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇବାରେ କୌଣସି ବନ୍ଧୁ ସହାୟତା କରିପାରନ୍ତି। ନିଜ ଲୋକମାନେ ବିଶ୍ୱାସଘାତ କରିପାରନ୍ତି।

ମକର: ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଯେକୌଣସି ନୂଆ କାମ ଆରମ୍ଭ କରିପାରିବେ।

କୁମ୍ଭ: ସମସ୍ତ କାର୍ଯ୍ୟ ଭଲରେ ଭଲରେ ସଂପନ୍ନ ହେବ। ପରିବାରରେ ହସଖୁସିରେ ବାତାବରଣ ରହିବ। ନୂଆ ଲକ୍ଷ୍ୟ ପୂରଣ ଦିଗରେ କାର୍ଯ୍ୟ କରିବେ।

ମୀନ: ପୈତୃକ ସମ୍ପତ୍ତିକୁ ନେଇ ରହିଥିବା ସମସ୍ୟାର ସମାଧାନ ହୋଇପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

The post ୨୨ ଜୁଲାଇ, ଗୁରୁବାର: ପୂର୍ବ ଅପେକ୍ଷା ଆୟ ବଢ଼ିବ appeared first on Odisha Reporter.



from Odisha Reporter https://ift.tt/2UshWd5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages