ରାଜ୍ୟରେ ତଳମୁହାଁ ସଂକ୍ରମଣ, ୨ ହଜାର ତଳେ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 11, 2021

ରାଜ୍ୟରେ ତଳମୁହାଁ ସଂକ୍ରମଣ, ୨ ହଜାର ତଳେ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ତଳମୁହାଁ ସଂକ୍ରମଣ ଆଜି ୨ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ, ରାଜ୍ୟରେ ୧୯୯୩  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ  ୮୩୯  ଲୋକାଲ କେସ୍‌ ବୋଲି ଜଣାଯାଇଛି। କରୋନାରେ ପ୍ରାଣ ହରାଇଥଇବା ୬୩ ଜଣଙ୍କ ସମ୍ପର୍କରେ ରାଜ୍ୟ ସରକାର ସୂଚନା ଦେଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୬୬୨କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ  ସର୍ବାଧିକ  ୩୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୭,  ବାଲେଶ୍ୱରରୁ ୧୮୧, ପୁରୀରୁ ୧୪୪,  ଜଗତସିଂହପୁରରୁ ୮୯, ଭଦ୍ରକରୁ ୮୬, ଢେଙ୍କାନାଳରୁ ୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୁଳରୁ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ବରଗଡ଼ରୁ ୧୯,  ବଲାଙ୍ଗୀରରୁ ୧୩, ବୌଦ୍ଧରୁ ୧୦, , ଦେବଗଡ଼ରୁ ୫, , ଗଜପତିରୁ ୫, ଗଞ୍ଜାମରୁ ୧୩, , ଯାଜପୁରରୁ ୧୪୧, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି

କୋରାପୁଟରୁ ୩୧, ମାଲକାନଗିରିରୁ ୪୨, ମୟୂରଭଞ୍ଜରୁ ୧୧୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୭୮, ରାୟଗଡ଼ାରୁ ୨୪, ସମ୍ବଲପୁରରୁ ୧୪, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୭୫ ଜଣ ସଂକ୍ରମିତ ଚିହ୍ନଟ ହେବା ସହ ଷ୍ଟେଟ୍‌ପୁଲର ସଂଖ୍ୟା ୫୯ ରହିଛି।

The post ରାଜ୍ୟରେ ତଳମୁହାଁ ସଂକ୍ରମଣ, ୨ ହଜାର ତଳେ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3wBwuE5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages