୧୦ ଜୁଲାଇ, ଶନିବାର: ଆୟ ତୁଳନାରେ ବ୍ୟୟ ଅଧିକ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 9, 2021

୧୦ ଜୁଲାଇ, ଶନିବାର: ଆୟ ତୁଳନାରେ ବ୍ୟୟ ଅଧିକ ହେବ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ଭଲରେ କଟିବ।

ବୃଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଘଟିବ।

ମିଥୁନ: ଶୁଭ ସମାଚାର ମିଳିବ। ନିଜ ଦକ୍ଷତା ପ୍ରତିପାଦନ କରିବାକୁ ସୁଯୋଗ ମିଳିବ। ପରିବାର ଲୋକଙ୍କ ସହ ସମୟ କାଟିବେ।

କର୍କଟ: ଘରେ କୌଣସି ମାଙ୍ଗଳିକ କାର୍ଯ୍ୟର ଆୟୋଜନ ନେଇ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଘରର ବାତାବରଣ ଭଲ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ସିଂହ: ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି କରିବା ସହିତ ଅଶାନୁରୂପ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ।

କନ୍ୟା: ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଉନ୍ନତି ସହିତ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ।

ତୁଳା: ସନ୍ତାନମାନେ ଆଜ୍ଞାଧୀନ ହେବେ। ଅପରାହ୍ନରେ ଶୁଭ ଖବର ଶୁଣି ଖୁସି ହେବେ।

ବିଛା: ମନ ପ୍ରଫୁଲ୍ଲ ରହିବ। ଭବିଷ୍ୟତ ପାଇଁ ଯୋଜନା କରିବେ। ପରିବାର ଲୋକଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

ଧନୁ: ସମସ୍ତ ଦିଗରୁ ସଫଳତା ମିଳିବ। ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖା ଦେଇପାରେ।

କୁମ୍ଭ: ଆଶା ପୂରଣ ହେବ। ମାନସମ୍ମାନ ବଢ଼ିବ। ପରିବାରରେ ପୂର୍ବରୁ ଲାଗି ରହିଥିବା ଅଶାନ୍ତି ଦୂର ହେବ।

ମୀନ: ନିଜ ବିବେକ ଅନୁଯାୟୀ କାର୍ଯ୍ୟ କରିବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ।

The post ୧୦ ଜୁଲାଇ, ଶନିବାର: ଆୟ ତୁଳନାରେ ବ୍ୟୟ ଅଧିକ ହେବ appeared first on Odisha Reporter.



from Odisha Reporter https://ift.tt/2TUHRK2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages