ଭୁବନେଶ୍ୱର/ବୌଦ୍ଧ (ଓଡ଼ିଶା ରିପୋର୍ଟର): ବୌଦ୍ଧ-କନ୍ଧମାଳ ସୀମାରେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାକର୍ମୀ ଓ ନକ୍ସଲ। ଉମା ଜଙ୍ଗଲରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି। ୮ ଘଣ୍ଟାରୁ ଅଧିକ ସମୟ ହେଲାଣି ଗୁଳିବିନିମୟ ଚାଲିଥିବା ନେଇ ଆଇଜି (ଅପରେସନ୍) ଅମିତାଭ ଠାକୁର ସୂଚନା ଦେଇଛନ୍ତି।
ଏହି ଗୁଳିବିନିମୟ ବେଳେ ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
The post ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ, ୨ ଯବାନ ଗୁରୁତର appeared first on Odisha Reporter.
from Odisha Reporter https://ift.tt/3k4pNHS
No comments:
Post a Comment