ଆଜି ତ୍ୟାଗ ଓ ବଳିଦାନର ପର୍ବ ଇଦ୍ ଉଲ୍ ଜୁହା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 20, 2021

ଆଜି ତ୍ୟାଗ ଓ ବଳିଦାନର ପର୍ବ ଇଦ୍ ଉଲ୍ ଜୁହା

ଭଦ୍ରକ(ପାର୍ଥସାରଥୀ ନାୟକ): ଆଜି ତ୍ୟାଗ ଓ ବଳିଦାନର ପର୍ବ ଇଦ୍ ଉଲ୍ ଜୁହା । ଆଜି ସମଗ୍ର ଦେଶରେ ମୁସଲମାନ ଭାଇ ଭଉଣୀମାନେ ଏହି ପର୍ବକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରୁଛନ୍ତି । ଭଦ୍ରକରେ ମଧ୍ୟ ବଳିଦାନ ପର୍ବକୁ ଘରେ ରହି ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି। କରୋନା କଟକଣା ଥିବା ବେଳେ ଇଦ ଉଲ ଜୁହା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି ।

ତେବେ କୋରୋନା ମହାମାରୀ ଯୋଗୁଁ  କଟକଣା ମଧ୍ୟରେ ଏହି ପର୍ବ ଅନୁଷ୍ଠିତ ହେଉଥିବା ବେଳେ, ବିଭିନ୍ନ ମସଜିଦ୍ ସମେତ ଇଦଗାହାରେ ମଧ୍ୟ ନମାଜ୍ ପାଠ କରାଯାଇଛି । ତେବେ ଏହି ନମାଜ୍ ପାଠ କେବଳ ପାଞ୍ଚ ଜଣକୁ ନେଇ ଅନୁଷ୍ଠିତ ହେବ  । ଭଦ୍ରକରେ ଏହି ପର୍ବ ଭାଇଚାରା ରୀତିରେ ପାଳନ ହେଉଥିବା ବେଳେ, କୋରୋନା କଟକଣାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛିଗତକାଲି ଭଦ୍ରକ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା।

The post ଆଜି ତ୍ୟାଗ ଓ ବଳିଦାନର ପର୍ବ ଇଦ୍ ଉଲ୍ ଜୁହା appeared first on Odisha Reporter.



from Odisha Reporter https://ift.tt/3eAsxtd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages