ଟି-୨୦ ବିଶ୍ୱକପ୍: ଗୋଟିଏ ଗ୍ରୁପରେ ଭାରତ-ପାକିସ୍ତାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 16, 2021

ଟି-୨୦ ବିଶ୍ୱକପ୍: ଗୋଟିଏ ଗ୍ରୁପରେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଅକ୍ଟୋବର ମାସରେ ୟୁଏଇରେ ଅନୁଷ୍ଠିତ ହେବାକୁ ଯାଉଛି ଆଇସିସି ଟି-୨୦ ବିଶ୍ୱକପ୍। ଏଥିପାଇଁ ଆଇସିସି କ୍ରୀଡ଼ାସୂଚୀ ଘୋଷଣା କରିଛି। ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି। ଉଭୟ ଭାରତ ଓ ପାକିସ୍ତାନ ଗ୍ରୁପ୍-୨ରେ ରହିଛନ୍ତି। ଏହି ଗ୍ରୁପରେ ଭାରତ ଓ ପାକିସ୍ତାନ ବ୍ୟତୀତ ନ୍ୟୁଜିଲ୍ୟାଣ୍ଡ, ଆଫଗାନିସ୍ତାନ ଓ ଅନ୍ୟ ଦୁଇ କ୍ୱାଲିଫାୟର୍ସ ଟିମ୍ ରହିଛନ୍ତି।

The post ଟି-୨୦ ବିଶ୍ୱକପ୍: ଗୋଟିଏ ଗ୍ରୁପରେ ଭାରତ-ପାକିସ୍ତାନ appeared first on Odisha Reporter.



from Odisha Reporter https://ift.tt/3B6Vjv4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages