ଭାରତୀୟ ମହିଳା ହକି ଟିମ୍‌ର ଐତିହାସିକ ବିଜୟ, ପ୍ରଥମ ଥର ଅଲିମ୍ପିକ୍ସ ସେମିରେ ପହଞ୍ଚିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 1, 2021

ଭାରତୀୟ ମହିଳା ହକି ଟିମ୍‌ର ଐତିହାସିକ ବିଜୟ, ପ୍ରଥମ ଥର ଅଲିମ୍ପିକ୍ସ ସେମିରେ ପହଞ୍ଚିଲା

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିଛି ଭାରତୀୟ ମହିଳା ହକି ଟିମ୍‌ । ତିନି ଥର ଚାମ୍ପିଅନ୍ ହୋଇଥିବା ଅଷ୍ଟ୍ରେଲିଆକୁ ପରାସ୍ତ କରି ସେମି ଫାଇନାଲରେ ପହଞ୍ଚିଛି ଦଳ। ଆଉ ଏହା ସହିତ ଇତିହାସ ରଚିଛି ଭାରତୀୟ ମହିଳା ହକି ଟିମ୍‌। ଅଲିମ୍ପିକ୍ସରେ ଦଳ ପ୍ରଥମ ଥର ପାଇଁ ସେମି ଫାଇନାଲ୍‌ ରାଉଣ୍ଡରେ ପ୍ରବେଶ କରିଛି।

ଭାରତୀୟ ଟିମ୍ ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି। ଦଳ ତରଫରୁ ଏହି ଏକମାତ୍ର ଗୋଲ୍ ଦେଇଥିଲେ ଗୁରଜୀତ କୌର। ଅଲିମ୍ପିକ୍ସରେ ଏହା ହେଉଛି ତାଙ୍କର ପ୍ରଥମ ଗୋଲ୍‌।

 

 

The post ଭାରତୀୟ ମହିଳା ହକି ଟିମ୍‌ର ଐତିହାସିକ ବିଜୟ, ପ୍ରଥମ ଥର ଅଲିମ୍ପିକ୍ସ ସେମିରେ ପହଞ୍ଚିଲା appeared first on Odisha Reporter.



from Odisha Reporter https://ift.tt/37dNfLf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages