ଯୁବତୀଙ୍କ ଉପରକୁ ଏସିଡ ମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 11, 2021

ଯୁବତୀଙ୍କ ଉପରକୁ ଏସିଡ ମାଡ଼

ଭୁବନେଶ୍ବର ୧୨।୦୮: ରାଜଧାନୀର ଛାତି ଉପରେ  ଘଟିଛି ଜଘନ୍ୟ କାଣ୍ଡ । ଜଣେ ଯୁବତୀଙ୍କ ଉପରକୁ ଏସିଡ ମାଡ ହୋଇଥିବା ଜଣାଯାଇଛି।  ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଯୁବକଜଣକ ଫେରାର ହୋଇଯାଇଥିବା ବେଳେ ଏସିଡ ମାଡ଼ର କାରଣ ଜଣାପଡ଼ିନି। ଭୁବନେଶ୍ୱର ଧଉଳି ଥାନା ବାଲିଆପଡା ଗାଁରେ ଏହି ଘଟଣା ଘଟିଥିବା ଜଣାଯାଇଛି।

ପୁଲିସ୍‌ର ପ୍ରାଥମିକ ସୂଚନା ଅନୁଯାୟୀ ଉଭୟେ କୋର୍ଟ ମ୍ୟାରେଜ କରିଥିଲେ । ତେବେ କେଉଁ କାରଣରୁ ଯୁବକଜଣକ ଯୁବତୀଙ୍କ ଉପରକୁ ଏସିଡ ମାଡ଼ କଲେ ତାହା ସ୍ପଷ୍ଟ ହୋଇପାରିନି। ଘଟଣାସ୍ଥଳରେ ଧଉଳି ଥାନା ପୁଲିସ୍‌ ତଦନ୍ତ ଜାରି ରଖିଛି

The post ଯୁବତୀଙ୍କ ଉପରକୁ ଏସିଡ ମାଡ଼ appeared first on Odisha Reporter.



from Odisha Reporter https://ift.tt/3fYp7RB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages