ପ୍ରକାଶ ପାଇଲା CBSE ଦଶମ ପରୀକ୍ଷା ଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 3, 2021

ପ୍ରକାଶ ପାଇଲା CBSE ଦଶମ ପରୀକ୍ଷା ଫଳ

ନୂଆଦିଲ୍ଲୀ: ପ୍ରକାଶ ପାଇଲା ସିବିଏସ୍‌ଇ ୧୦ମ ରେଜଲ୍ଟ। cbseresults.nic.inhttp://cbse.gov.inରେ ରେଜଲ୍ଟ ପ୍ରକାଶ ପାଇଛି। ଏନେଇ ପୂର୍ବରୁ  ସିବିଏସ୍‌ଇ ପକ୍ଷରୁ ଘୋଷଣା ହୋଇଥିଲା। ଚଳିତ ବର୍ଷ ରେଜଲ୍ଟ ପାଇଁ ବିକଳ୍ପ ମୂଲ୍ୟାୟନ କରିଛି ସିବିଏସ୍‌ଇ।

ପ୍ରାର୍ଥୀମାନେ ମଧ୍ୟ CBSE Digilocker ୱେବସାଇଟ୍, digilocker.gov.in କୁ ଲଗ୍ ଇନ୍ କରି ମଧ୍ୟ ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ତେବେ ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନୁହଁନ୍ତି । ସେମାନେ ଅଫଲାଇନ ଜରିଆରେ ପରୀକ୍ଷା ଦେଇପାରିବେ । COVID-19 ସ୍ଥିତି ସୁଧାରିବା ପରେ ଏନେଇ ନିଷ୍ପତ୍ତି ନିଆଯିବ। ୧୦ମ ପରୀକ୍ଷା ପାଇଁ ପ୍ରାୟ ୧୮ ଲକ୍ଷ ଛାତ୍ରଛାତ୍ରୀ ରେଜିଷ୍ଟ୍ରେସନ କରିଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ କରେନା ପାଇଁ ସିବିଏସ୍‌ଇ ୧୦ମ ଏବଂ ଦ୍ୱାଦଶ ପରୀକ୍ଷା ବାତିଲ କରାଯାଇଥିଲା।

The post ପ୍ରକାଶ ପାଇଲା CBSE ଦଶମ ପରୀକ୍ଷା ଫଳ appeared first on Odisha Reporter.



from Odisha Reporter https://ift.tt/2Vh6yB4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages