୧୫ ସେପ୍ଟେମ୍ବର, ବୁଧବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 14, 2021

୧୫ ସେପ୍ଟେମ୍ବର, ବୁଧବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ବ୍ୟବସାୟୀମାନେ ବ୍ୟବସାୟରେ ଲାଭ ପାଇପାରିବେ।

ବୃଷ: ଯାନବାହାନ ଚଳାଇବା ବେଳେ ଅଘଟଣ ଘଟିପାରେ ,ସତର୍କ ରୁହନ୍ତୁ। ବାକି ପଡିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ। ସନ୍ତାନମାନଙ୍କ ପାଇଁ ବାପା ମା ଚିନ୍ତାଗ୍ରସ୍ତ ରହିବେ।

ମିଥୁନ: ସୁସ୍ୱାଦୁ ଭୋଜନ କରିବେ। ପାରିବାରିକ ସମସ୍ୟାକୁ ନେଇ ଦ୍ୱନ୍ଦ ଉପୁଜିବ। କର୍ମକ୍ଷେତ୍ରରେ ବାଦବିବାଦ ଦେଖାଦେଲେ ମଧ୍ୟ ବନ୍ଧୁଙ୍କ ସାହାଯ୍ୟରେ ସମାଧାନ କରି ଦେବେ।

କର୍କଟ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବାକି ପଡିଥିବା ଅର୍ଥ ଆଦାୟ ହେବ। ଘରକୁ ଅତିଥି ଆସିପାରନ୍ତି।

ସିଂହ: ବ୍ୟବସାୟରେ ଅର୍ଥ ଅଭାବ ଦେଖାଦେବାରୁ ମନ ଭଲ ରହିବ ନାହିଁ। ଅଳୁସୁଆ ଲାଗିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅସଫଳ ହେବେ।

କନ୍ୟା: ଆଜି ବନ୍ଧୁଙ୍କ ଠାରୁ ଧାର କରଜ କରିବେ। ମନ ଚଳଚଞ୍ଚଳ ରହିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବା ସହିତ ମାନସମ୍ମାନ ବୃଦ୍ଧି ହେବ।

ତୁଳା: ଘର ପାଇଁ କୌଣସି ଦ୍ରବ୍ୟ କ୍ରୟ କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବିଛା: ବ୍ୟବସାୟରେ ଅର୍ଥହାନୀ ଦେଖାଦେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅସୁସ୍ଥତା ଅନୁଭବ କରିବେ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ।  କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି  କୃତକାର୍ଯ୍ୟ ହେବେ।

ମକର: ପରିବାର ଲୋକଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ।  ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

ମୀନ: ବ୍ୟବସାୟୀମାନେ ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥିଙ୍କ ଠାରୁ ପୂର୍ଣ୍ଣ ସମର୍ଥନ ମିଳିବା ସହିତ ପାରିବାରିକ ସମସ୍ୟାର ସମାଧାନ ହେବ।

The post ୧୫ ସେପ୍ଟେମ୍ବର, ବୁଧବାର: ବ୍ୟସ୍ତତା ଭିତରେ ଦିନଟି କଟିବ appeared first on Odisha Reporter.



from Odisha Reporter https://ift.tt/3ElMwXF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages