ଆଜି ୧୧ ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 21, 2021

ଆଜି ୧୧ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ୧୧ ଟି ଜିଲ୍ଲାରେ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ଼ ଓ ସୁନ୍ଦରଗଡ଼।

ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।

The post ଆଜି ୧୧ ଜିଲ୍ଲାରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/39rx9yI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages