ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 10, 2021

ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ।

ଏହାର ପ୍ରଭାବରେ ୧୨ ଓ ୧୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କହିଛନ୍ତି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣଉ ୧୨ତାରିଖରୁ ୧୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି ।

The post ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3BYg4c3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages