୧ ଅକ୍ଟୋବର,ଶୁକ୍ରବାର: ପରିବାରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 30, 2021

୧ ଅକ୍ଟୋବର,ଶୁକ୍ରବାର: ପରିବାରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ

ମେଷ: ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ପାଇବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ।

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ।

କର୍କଟ: ମାନ-ସମ୍ମାନ ବଢ଼ିବ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ଶରୀର ସୁସ୍ଥ ରହିବ। ସୁସମ୍ବାଦ ପାଇବେ। ନକାରାତ୍ମକ ଭାବନାରୁ ମୁକ୍ତ ହେବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ।

ତୁଳା: ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଚେଷ୍ଟା କରିବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ।

ବିଛା: ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ।  ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।

ଧନୁ: ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର: କୌଣସି କଥାକୁ ନେଇ ବ୍ୟସ୍ତତା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କୁମ୍ଭ: ବ୍ୟବସାୟକୁ ବଢ଼ାଇବା ପାଇଁ ପ୍ରୟାସ କରିବେ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ।

The post ୧ ଅକ୍ଟୋବର,ଶୁକ୍ରବାର: ପରିବାରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ appeared first on Odisha Reporter.



from Odisha Reporter https://ift.tt/3B1CUiN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages