୧୭ ସେପ୍ଟେମ୍ବର, ଶୁକ୍ରବାର: ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 16, 2021

୧୭ ସେପ୍ଟେମ୍ବର, ଶୁକ୍ରବାର: ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି

ମେଷ: ନୂତନ କର୍ମ ସଂସ୍ଥାନ ମିଳିପାରେ। ବ୍ୟବସାୟରେ ଆୟ ଭଲ ହେବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ।

ବୃଷ: କର୍ମକ୍ଷେତ୍ରରେ ବାଧା ବିଘ୍ନ ଦୂର ହେବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ପାରିବାରିକ ସମସ୍ୟାର ସମାଧାନ ହେବ।

ମିଥୁନ: ଅଧିକ ପରିଶ୍ରମ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଶାରିରୀକ ଅସୁସ୍ଥତା ଅନୁଭବ କରିବେ।

କର୍କଟ: କର୍ମକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ସିଂହ: ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି।

କନ୍ୟା: କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ। ବିଭିନ୍ନ ସମସ୍ୟାର ସମାଧାନ ହେବ।

ତୁଳା: ନିଜ ଉଦ୍ୟମ ବଳରେ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ସୁସମ୍ବାଦ  ପାଇବେ। ମହିଳାମାନେ ଧର୍ମପରାୟଣ ହେବେ।

ବିଛା: ମନ ଅଶାନ୍ତ ରହିବ, ନୀରବ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ବେଶ୍ ଭଲ ଅଛି। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।

ଧନୁ: ନୂତନ କାର୍ଯ୍ୟଭାର ହାତକୁ ନେବେ। ଶାରିରୀକ କଷ୍ଟ ଦେଖାଦେଇପାରେ, ସତର୍କ ରୁହନ୍ତୁ।ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।

ମକର: ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ ହେବ। ଭୂମିକ୍ରୟ କରିବାର ସୁଯୋଗ ଆସିପାରେ।

କୁମ୍ଭ: ବ୍ୟବସାୟରେ କ୍ଷତି ହୋଇପାରେ। କର୍ମକ୍ଷେତ୍ରରେ ବିବାଦ ଦେଖାଦେଇପାରେ। ବନ୍ଧୁଙ୍କ ସହଯୋଗ ପାଇବେ।

ମୀନ: କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

 

The post ୧୭ ସେପ୍ଟେମ୍ବର, ଶୁକ୍ରବାର: ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି appeared first on Odisha Reporter.



from Odisha Reporter https://ift.tt/3hBZ43l

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages