୧୧ରେ ଆଉ ଏକ ଲଘୁଚାପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 7, 2021

୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ ।  ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।

ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

 

The post ୧୧ରେ ଆଉ ଏକ ଲଘୁଚାପ appeared first on Odisha Reporter.



from Odisha Reporter https://ift.tt/3yUva0a

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages