ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବି; ଆଜି ବିଭିନ୍ନ ଜିଲ୍ଲାରେ ବିଜେପିର ବନ୍ଦ ଡାକରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 29, 2021

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବି; ଆଜି ବିଭିନ୍ନ ଜିଲ୍ଲାରେ ବିଜେପିର ବନ୍ଦ ଡାକରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି  ଦିନକୁ ଦିନ ଜୋର ଧରୁଛି  ।  ଏହା ପ୍ରତିବାଦରେ ବିଭିନ୍ନ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛି ବିଜେପି ।

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା  ୬ଟା ପର୍ଯ୍ୟନ୍ତ କେନ୍ଦ୍ରାପଡା, ବାଲେଶ୍ୱର, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ନେଇ ଡାକରା ଦେଇଛି ବିଜେପି । ହେଲେ ବନ୍ଦରୁ ବାଦ ପଡିବ ଅତ୍ୟାବଶ୍ୟକ ଆମ୍ବୁଲାନ୍ସ ଏବଂ ଜରୁରୀକାଳିନ ସେବା  ।

ଭଦ୍ରକ ଜିଲ୍ଲାରେ ମଧ୍ୟ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି ଦଳ । ତେବେ ଜରୁରୀ ସେବା ଯୋଗାଣକାରୀ ସଂସ୍ଥା ସବୁକୁ ଏହି ବନ୍ଦରୁ ବାଦ ଦିଆଯାଇଛି ।

The post ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବି; ଆଜି ବିଭିନ୍ନ ଜିଲ୍ଲାରେ ବିଜେପିର ବନ୍ଦ ଡାକରା appeared first on Odisha Reporter.



from Odisha Reporter https://ift.tt/3GzPPLY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages