୫ ଅକ୍ଟୋବର, ମଙ୍ଗଳବାର: କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 4, 2021

୫ ଅକ୍ଟୋବର, ମଙ୍ଗଳବାର: କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି

ମେଷ: ପ୍ରତ୍ୟେକଟି କାର୍ଯ୍ୟରେ ସଫଳତା ମିଳିବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ।

ବୃଷ: ମନୋବଳ ବୃଦ୍ଧି ପାଇବ। ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ।

ମିଥୁନ: ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ଦେଖାଦେବ। ପରିବାରରେ ଅତୀତର କୌଣସି ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।

କର୍କଟ: ସତର୍କ ରୁହନ୍ତୁ। ନିଜ ଜିଦ୍‌ରେ ଅଟଳ ରହିପାରନ୍ତି। ଯେଉଁ କାର୍ଯ୍ୟ ପାଇଁ ଚିନ୍ତା କରୁଥିଲେ, ଆଜି ତାହା ସଂପୂର୍ଣ୍ଣ ହେବ।

ସିଂହ: ଆତ୍ମୀୟମାନେ ଶତ୍ରୁ ଭଳି ଆଚରଣ କରିବେ। ମାନସିକ ଅଶାନ୍ତି ଦେଖାଯିବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କନ୍ୟା: ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ। ବରଂ ବିଶ୍ୱାସ କରି ଉପକୃତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ।

ତୁଳା: ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। କ୍ରୟବିକ୍ରୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ। କୋଣସି ଘଟଣା ମନକୁ ବିବ୍ରତ କରିପାରେ।

ବିଛା: ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସମାଧାନ ହୋଇଯିବ। ଶୁଭ ଖବର ପାଇବେ। ପଢ଼ାପଢ଼ିରେ ମନ ଦେବେ।

ଧନୁ: ନିଜ ଲୋକମାନେ ଦୂରେଇ ଯାଇ ପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ। କୌଣସି କାମ ଅଟକିବ ନାହିଁ।

ମକର: ହଠାତ୍ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ହେତୁ ଚିନ୍ତିତ ରହିବେ। ଆଶାନୁଯାୟୀ ଅର୍ଥ ମିଳିବ। କର୍ମକ୍ଷେତ୍ରରେ ସଫଳତା ମିଳିବ।

କୁମ୍ଭ: କର୍ମକ୍ଷେତ୍ରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପନ୍ନ ହେବ। ଅନ୍ୟମାନଙ୍କର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି।

ମୀନ: ଭାବପ୍ରବଣ ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ତରବରିଆ ଭାବେ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ନହେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

The post ୫ ଅକ୍ଟୋବର, ମଙ୍ଗଳବାର: କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି appeared first on Odisha Reporter.



from Odisha Reporter https://ift.tt/3uItczn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages