ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୧୧ % ବଢ଼ିଲା ମହଙ୍ଗା ଭତ୍ତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 8, 2021

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୧୧ % ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ।  କର୍ମଚାରୀଙ୍କ  ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର।  ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି କରାଯାଇଛି  । ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବଢ଼ି ୨୮ପ୍ରତିଶତରେ ପହଞ୍ଚିଲା । ଆସନ୍ତା ମାସ ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା।

ମହଙ୍ଗା ଭତ୍ତା ବଢ଼ିବା ଦ୍ୱାରା ରାଜ୍ୟର  ୪ ଲକ୍ଷ କର୍ମଚାରୀ, ସାଢ଼େ ୩ ଲକ୍ଷ ପେନସନ୍ ଭୋଗୀ  ଉପକୃତ ହେବେ । ଏହି ଖବର ପ୍ରଚାରିତ ହେବା ପରେ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସି ଖେଳିଯାଇଛି।

The post ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର; ୧୧ % ବଢ଼ିଲା ମହଙ୍ଗା ଭତ୍ତା appeared first on Odisha Reporter.



from Odisha Reporter https://ift.tt/3073klM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages