୨୬ ଅକ୍ଟୋବର, ମଙ୍ଗଳବାର: ବ୍ୟବସାୟରେ ଅଧିକ ଲାଭ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 25, 2021

୨୬ ଅକ୍ଟୋବର, ମଙ୍ଗଳବାର: ବ୍ୟବସାୟରେ ଅଧିକ ଲାଭ ହେବ

ମେଷ: କର୍ମକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ଦେଇ  ପ୍ରଂଶସିତ ହେବେ। ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ।

ବୃଷ: ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ।  ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।

ମିଥୁନ: କଠିନ ପରିଶ୍ରମ କରିବାକୁ ପଡିପାରେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବ୍ୟବସାୟରେ ଅଧିକ ଲାଭ ହେବ।

କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସରକାରୀ କାମରେ ସଫଳତା ପାଇବେ। ସବୁ କାମରେ ସର୍ତକତା ଅବଲମ୍ବନ କରନ୍ତୁ।

ସିଂହ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ଶତ୍ରୁମାନେ ଦୂରେଇ ଯିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ିଭୁତ ହେବ।  ଘର ପାଇଁ କିଛି ନୂଆ ଜିନିଷ କ୍ରୟ କରିପାରନ୍ତି।

ତୁଳା: ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହଯୋଗ ପାଇବେ।

ବିଚ୍ଛା: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଘରକୁ ଅତିଥି ଆସିପାରନ୍ତି।

ଧନୁ: ଶାରୀରିକ ସୁସ୍ଥତା ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି।

ମକର: ମାନ-ସମ୍ମାନ ବୃଦ୍ଧି ପାଇବ।  ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

କୁମ୍ଭ: ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ପଦୋନ୍ନତିର ଯୋଗ ରହିଛି।

ମୀନ: ବ୍ୟବସାୟରେ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରିବେ।

 

The post ୨୬ ଅକ୍ଟୋବର, ମଙ୍ଗଳବାର: ବ୍ୟବସାୟରେ ଅଧିକ ଲାଭ ହେବ appeared first on Odisha Reporter.



from Odisha Reporter https://ift.tt/3Bg58ps

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages