ତିନି ମହଲା କୋଠାରେ ଅଗ୍ନିକାଣ୍ଡ, ୪ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 25, 2021

ତିନି ମହଲା କୋଠାରେ ଅଗ୍ନିକାଣ୍ଡ, ୪ ମୃତ

ନୂଆଦିଲ୍ଲୀ: ଏକ ତିନି ମହଲା କୋଠାରେ ନିଆଁ ଲାଗି ଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଘଟିଛି ଏହି ଘଟଣା।

ଭୋର୍ ପ୍ରାୟ ୪ଟା ବେଳେ ଏହି ଘରେ ନିଆଁ ଲାଗିଥିବା ନେଇ ଅଗ୍ନିଶମ ବାହିନୀ କାର୍ଯ୍ୟାଳୟକୁ ଫୋନ୍ ଆସିଥିଲା। ଏହା ପରେ ସେଠାକୁ ୪ଟି ଟିମ୍‌କୁ ପଠା ଯାଇଥିଲା। ସେମାନେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ୪ ଜଣଙ୍କର ମୃତ୍ୟୁ ଘଟି ସାରିଥିଲା।

କୋଠାର ତୃତୀୟ ମହଲାରେ ନିଆଁ ଲାଗିଥିଲା। ଉକ୍ତ ମହଲାର ଏକ କଠୋରୀରୁ ୪ ଜଣଙ୍କ ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ। ତେବେ ନିଆଁ କେମିତି ଲାଗିଲା, ତାହା ସ୍ପଷ୍ଟ ହୋଇପାରିନାହିଁ।

The post ତିନି ମହଲା କୋଠାରେ ଅଗ୍ନିକାଣ୍ଡ, ୪ ମୃତ appeared first on Odisha Reporter.



from Odisha Reporter https://ift.tt/3BiL0CW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages