ଆସନ୍ତା ୯ରେ ଲଘୁଚାପ କ୍ଷେତ୍ର ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 5, 2021

ଆସନ୍ତା ୯ରେ ଲଘୁଚାପ କ୍ଷେତ୍ର !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତ ୯ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ  ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୯ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବ। ହେଲେ ଏହା ବିଷୟରେ ପାଣିପାଗ ବିଭାଗ ପକ୍ଷରୁ ଅଧିକ କିଛି ସୂଚନା ଦିଆଯାଇ ନାହିଁ। ଏହା ପ୍ରଭାବରେ ରାଜ୍ୟରେ କେଉଁ ଜିଲ୍ଲାରେ ପାଗର ପରିବର୍ତ୍ତନ ହେବ ତଥା ବର୍ଷାର ସମ୍ଭାବନା ସମ୍ପର୍କରେ ମଧ୍ୟ କିଛି ସୂଚନା ଦିଆଯାଇନି।

ସୂଚନାଯୋଗ୍ୟ, କିଛିଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି। ପାହାନ୍ତିଆ ସମୟରେ ଅଳ୍ପ ଶୀତ ଅନଭୂତ ହେଉଛି। କନ୍ଧମାଳ ଜିଲ୍ଲାରେ ଶୀତର ପ୍ରକୋପ  ଅଧିକ ଅନୁଭୂତି ହେଉଛି।  ଶୀତରୁ ରକ୍ଷା ପାଇବା ଲାଗି ଲୋକେ ନିଆଁ ଜାଳି ବସି ରହୁଥିବା ବେଳେ ଆଉ କିଛି ଲୋକେ ପ୍ରାତଃ ଭ୍ରମଣ କରୁଛନ୍ତି।

 

 

 

The post ଆସନ୍ତା ୯ରେ ଲଘୁଚାପ କ୍ଷେତ୍ର ! appeared first on Odisha Reporter.



from Odisha Reporter https://ift.tt/3mNvpaB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages