୧୫ ନଭେମ୍ବର, ସୋମବାର; ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 14, 2021

୧୫ ନଭେମ୍ବର, ସୋମବାର; ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ

ମେଷ: ପାରିବାରିକ ଜୀବନ ସୁଖମୟ ହେବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ।  କଠିନ ପରିଶ୍ରମ କରିବେ।

ବୃଷ: ମାନ-ସମ୍ମାନ ବଢ଼ିବ। ବ୍ୟବସାୟରେ ଅଧିକ ଲାଭ ମିଳିବ।  ହସଖୁସିରେ ଦିନଟି ଅତିବାହିତ କରିବେ।

ମିଥୁନ: ଆଜି ଆପଣଙ୍କର ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ।  ଘରକୁ ଅତିଥି ଆସିପାରନ୍ତି।

କର୍କଟ:  ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।

ସିଂହ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

କନ୍ୟା: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।

ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ, କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।

ବିଛା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପାରିବାରିକ କ୍ଷେତ୍ରରେ ମନାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ।  କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି  କୃତକାର୍ଯ୍ୟ ହେବେ।

ମକର: ପରିବାର ଲୋକଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

ମୀନ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

The post ୧୫ ନଭେମ୍ବର, ସୋମବାର; ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ appeared first on Odisha Reporter.



from Odisha Reporter https://ift.tt/3qEP7aS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages