ଟ୍ରେନ୍‌ ଆଗକୁ ଡେଇଁ ପଡ଼ିଲେ ଯୁବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 29, 2021

ଟ୍ରେନ୍‌ ଆଗକୁ ଡେଇଁ ପଡ଼ିଲେ ଯୁବକ

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ଯୁବକ। ଏମିତି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲାରେ।

ମୃତ ଯୁବକଙ୍କ ନାଁ ସୁଦାମ। ତାଙ୍କୁ ପ୍ରାୟ ୨୫ ବର୍ଷ ହୋଇଥିଲା। ତାଙ୍କ ଘର ବଲାଙ୍ଗିର ସଦର ବ୍ଳକ୍ ଅନ୍ତର୍ଗତ କୁଟୁମଡ଼ୋଳା ଗାଁରେ।

ଗତକାଲି ବିଲମ୍ୱିତ ରାତିରେ ଏହି ଦୁଃଖଦ ଘଟଣା ଘଟିଥିଲା। ବଲାଙ୍ଗିର ବେହେରାପାଲି ରେଲୱେ ଫାଟକ ନିକଟରେ ଚଳନ୍ତା ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ ସୁଦାମ।

ପାରିବାରିକ କଳହରୁ ସୁଦାମ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ଜିଆରପି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଜାରି ରଖିଛି।

The post ଟ୍ରେନ୍‌ ଆଗକୁ ଡେଇଁ ପଡ଼ିଲେ ଯୁବକ appeared first on Odisha Reporter.



from Odisha Reporter https://ift.tt/3rlk589

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages